Ecclesiastes 7:18 — Compare Translations

5 translations compared side by side

Odia - 1840
"ହସ୍ତ କାଢ଼ି ନ ନଇେ ତାକୁ ଧରି ରଖିବା ରେ ତୁମ୍ଭର ମଙ୍ଗଳ। କାରଣ ଯେ ପରମେଶ୍ବରଙ୍କୁ ସମ୍ମାନ କରେ, ସେ ଉଭୟ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ଵରଙ୍କୁ ଭୟ କରେ, ସେ ଏସବୁରୁ ଉତ୍ତୀର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହସ୍ତ କାଢ଼ି ନ ନେଇ ତାକୁ ଧରି ରଖିବାରେ ତୁମ୍ଭର ମଙ୍ଗଳ। କାରଣ ଯେ ପରମେଶ୍ୱରଙ୍କୁ ସମ୍ମାନ କରେ, ସେ ଉଭୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।