Ecclesiastes 7:19 — Compare Translations
5 translations compared side by side
Odia - 1840
"ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ଵରୂପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ନଗରରେ ଥିବା ଦଶ ଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ୟକ୍ତିକୁ ଅଧିକ ଶକ୍ତି ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।
Recommended Reading