Ecclesiastes 7:2 — Compare Translations
5 translations compared side by side
Odia - 1840
"ଭୋଜିକୁ ୟିବା ଅପେକ୍ଷା ଶବଦାହକୁ ୟିବା ଭଲ। କାରଣ ତାହା ସମୁଦାଯ ମନୁଷ୍ଯର ଶଷଗେତି ଅଟେ ଓ ଜୀବିତ ଲୋକ ତହିଁରେ ମନୋୟୋଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୋଜିକୁ ଯିବା ଅପେକ୍ଷା ଶବଦାହକୁ ଯିବା ଭଲ। କାରଣ ତାହା ସମୁଦାୟ ମନୁଷ୍ୟର ଶେଷଗତି ଅଟେ ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।