Ecclesiastes 7:20 — Compare Translations
5 translations compared side by side
Odia - 1840
"ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ପାପ ନ କରି କେବଳ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀରେ ନିଶ୍ଚୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।