Ecclesiastes 7:21 — Compare Translations

5 translations compared side by side

Odia - 1840
"ଯାହା ତୁମ୍ଭଙ୍କୁ କୁହାୟାଇଛି, ସମସ୍ତ କଥା ରେ ମନ ଯୋଗ ଦିଅ ନାହିଁ, ନ ହେଲେ ତୁମ୍ଭର ଦାସ ତୁମ୍ଭକୁ ଅଭିଶାପ ଦବୋର ତୁମ୍ଭେ ଶୁଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯେତେ କଥା କୁହାଯାଏ, ସେସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଶାପ ଦେବାର ତୁମ୍ଭେ ଶୁଣିବ;
Odia Bible ERV 2004 (ପବିତ୍ର ବାଇବଲ)
ଯାହା ତୁମ୍ଭଙ୍କୁ କୁହାଯାଇଛି, ସମସ୍ତ କଥାରେ ମନୋଯୋଗ ଦିଅ ନାହିଁ, ନ ହେଲେ ତୁମ୍ଭର ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;