Ecclesiastes 7:22 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭେ ଜାଣ ଯେ, ତୁମ୍ଭେ ମଧ୍ଯ ଅନ୍ୟମାନଙ୍କୁ ସପରେି ବାରମ୍ବାର ଅଭିଶାପ ଦଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ଵାର ଶାପ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ଜାଣ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେପରି ବାରମ୍ବାର ଅଭିଶାପ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।