Ecclesiastes 7:23 — Compare Translations

5 translations compared side by side

Odia - 1840
"ମୁଁ ଜ୍ଞାନଦ୍ବାରା ଏସବୁ ପରୀକ୍ଷା କଲି ଏବଂ ମୁଁ କହିଲି, ମୁଁ ଜ୍ଞାନୀ ହବୋକୁ ଚା ହେଁ। ମାତ୍ର ଜ୍ଞାନ ମାରେ ଗନ୍ତବ୍ଯଠାରୁ ବହୁତ ଦୂର ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଜ୍ଞାନ ଦ୍ଵାରା ଏହିସବୁ ପରୀକ୍ଷା କରିଅଛି; ମୁଁ କହିଲି, ମୁଁ ଜ୍ଞାନୀ ହେବି; ମାତ୍ର ତାହା ମୋʼଠାରୁ ଦୂର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜ୍ଞାନଦ୍ୱାରା ଏସବୁ ପରୀକ୍ଷା କଲି ଏବଂ ମୁଁ କହିଲି, “ମୁଁ ଜ୍ଞାନୀ ହେବାକୁ ଗ୍ଭହେଁ। ମାତ୍ର ଜ୍ଞାନ ମୋର ଗନ୍ତବ୍ୟଠାରୁ ବହୁତ ଦୂରରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋ’ଠାରୁ ଦୂର ଥିଲା।