Ecclesiastes 7:24 — Compare Translations

5 translations compared side by side

Odia - 1840
"ସବୁ କିଛି ଆମ୍ଭର ବୁଝାମଣାର ବାହା ରେ, ଏସବୁ କିଏ ବୁଝିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
Odia Bible ERV 2004 (ପବିତ୍ର ବାଇବଲ)
ସବୁକିଛି ଆମ୍ଭର ବୁଝାମଣାର ବାହାରେ, ଏସବୁ କିଏ ବୁଝିପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
Odia IRV 2017 (ଓଡିଆ ବାଇବେଲ)
ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?