Ecclesiastes 7:25 — Compare Translations
5 translations compared side by side
Odia - 1840
"ମାେ ହୃଦଯ ରେ ମୁଁ ଜାଣିବାକୁ ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଚାହିଁଲି। ମୁଁ ମଧ୍ଯ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଚାହିଁଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ଓ ବିଷୟମାନର ତତ୍ତ୍ଵ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ବାତୁଳତା, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ହୃଦୟରେ ମୁଁ ଜାଣିବାକୁ, ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଗ୍ଭହିଁଲି। ମୁଁ ମଧ୍ୟ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଗ୍ଭହିଁଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।