Ecclesiastes 7:26 — Compare Translations
5 translations compared side by side
Odia - 1840
"ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ଵରୂପ ଓ ହସ୍ତ ବନ୍ଧନ ସ୍ଵରୂପ, ସେ ମୃତ୍ୟୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ଵରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ଵାରା ଧରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ୟୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା’ର ହୃଦୟ ଏକ ଯନ୍ତାପରି। ତା’ର ହସ୍ତଦ୍ୱୟ ଶୃଙ୍ଖଳ ଅଟେ। ଯେକେହି ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ୱାରା ଧରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।
Odia IRV 2017 (ଓଡିଆ ବାଇବେଲ)