Ecclesiastes 7:27 — Compare Translations

5 translations compared side by side

Odia - 1840
"ଉପଦେଶକ କହିଲେ, ଦେଖ, ଉତ୍ତର ପାଇବାକୁ ଗୋଟିଏ ସହିତ ଆଉ ଗୋଟିଏ ଯୋଗ କରି, ଏହା ମୁଁ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ଵ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଉପଦେଶକ କହିଲେ, “ଦେଖ, ଉତ୍ତର ପାଇବାକୁ ଗୋଟିଏ ସହିତ ଆଉ ଗୋଟିଏ ଯୋଗ କରି, ଏହା ମୁଁ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
Odia IRV 2017 (ଓଡିଆ ବାଇବେଲ)
ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;