Ecclesiastes 7:29 — Compare Translations

5 translations compared side by side

Odia - 1840
"ମୁଁ ଯାହା ପାଇଛି ତାକୁ ଥରେ ମାତ୍ର ଦେଖ। ପରମେଶ୍ବର ମାନବ ସମାଜକୁ ସରଳ କରି ତିଆରି କଲେ। କିନ୍ତୁ ସମାନେେ ସର୍ବଦା ନୂତନ ଯୋଜନା ଉଦ୍ଭାବନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ଵର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯାହା ପାଇଛି ତାକୁ ଥରେ ମାତ୍ର ଦେଖ। ପରମେଶ୍ୱର ମାନବ ସମାଜକୁ ସରଳ କରି ତିଆରି କଲେ। କିନ୍ତୁ ସେମାନେ ସର୍ବଦା ନୂତନ ଯୋଜନା ଉଦ୍ଭାବନ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।