Ecclesiastes 7:3 — Compare Translations

5 translations compared side by side

Odia - 1840
"ସୁଖଠାରୁ ଦୁଃଖ ଭଲ କାରଣ ଏକ ଦୁଃଖ ଅନୁଭୂତି ମୂଲ୍ଯବାନ ଶିକ୍ଷା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ଵାରା ହୃଦୟ ପ୍ରସନ୍ନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସୁଖଠାରୁ ଦୁଃଖ ଭଲ କାରଣ ଏକ ଦୁଃଖ ଅନୁଭୂତି ମୂଲ୍ୟବାନ ଶିକ୍ଷା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷର୍ଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।