Ecclesiastes 7:4 — Compare Translations

5 translations compared side by side

Odia - 1840
"ଜ୍ଞାନୀମାନଙ୍କ ହୃଦଯ ଚିତାଗ୍ନି ରେ। ମାତ୍ର ମୂର୍ଖମାନଙ୍କ ହୃଦଯ ଭୋଜି ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀମାନଙ୍କ ହୃଦୟ ବିଳାପ-ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ-ଗୃହରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀମାନଙ୍କ ହୃଦୟ ଚିତାଗ୍ନିରେ। ମାତ୍ର ମୂର୍ଖମାନଙ୍କ ହୃଦୟ ଭୋଜିରେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।