Ecclesiastes 7:5 — Compare Translations
5 translations compared side by side
Odia - 1840
"ଜଣେ ମୂର୍ଖର ଗୀତ ଶୁଣିବାଠାରୁ ଜଣେ ଜ୍ଞାନୀ ଲୋକଙ୍କଠାରୁ ଭର୍ତ୍ସନା ଶୁଣିବା, ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀ-ମାନଙ୍କର ଭର୍ତ୍ସନା ଶୁଣିବାର ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ମୂର୍ଖର ଗୀତ ଶୁଣିବାଠାରୁ ଜଣେ ଜ୍ଞାନୀ ଲୋକଙ୍କଠାରୁ ଭର୍ତ୍ସନା ଶୁଣିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।