Ecclesiastes 7:6 — Compare Translations

5 translations compared side by side

Odia - 1840
"ହାଣ୍ଡିତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି ମୂର୍ଖର ହାସ୍ଯ ସହେିପରି, ଏହା ମଧ୍ଯ ଅର୍ଥହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହାଣ୍ତି ତଳେ କଣ୍ଟାର ଚଡ଼ଚଡ଼ ଶଦ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ହାଣ୍ଡିତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି ମୂର୍ଖର ହାସ୍ୟ ସେହିପରି, ଏହା ମଧ୍ୟ ଅର୍ଥହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।
Odia IRV 2017 (ଓଡିଆ ବାଇବେଲ)
କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।