Ecclesiastes 7:8 — Compare Translations

5 translations compared side by side

Odia - 1840
"ବିଷଯର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ। ଗୋଟିଏ ଜରାଗ୍ରସ୍ଥ ଆତ୍ମା ଏକ ଗର୍ବୀ ଆତ୍ମାଠାରୁ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
ବିଷୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ। ଗୋଟିଏ ଜରାଗ୍ରସ୍ତ ଆତ୍ମା ଏକ ଗର୍ବୀ ଆତ୍ମାଠାରୁ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।
Odia IRV 2017 (ଓଡିଆ ବାଇବେଲ)
କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।