Ecclesiastes 7:9 — Compare Translations

5 translations compared side by side

Odia - 1840
"ଶୀଘ୍ର କୋରଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦଯ ହରେ କୋରଧ ବାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଘ୍ର କ୍ରୋଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ବାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
Odia IRV 2017 (ଓଡିଆ ବାଇବେଲ)
କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।