Ecclesiastes 8:1 — Compare Translations
5 translations compared side by side
Odia - 1840
"ଜ୍ଞାନବାନ୍ କଥାକୁ ଯେପରି ବୁଝେ ଓ ବ୍ଯାଖ୍ଯା କରେ ତାଙ୍କ ପରି ଆଉ କହେି କରିପାରିବେ ନାହିଁ। ତା'ର ଜ୍ଞାନ ତାହାକୁ ଖୁସି କରାଏ ଏବଂ ଏହା ଦୁଃଖିତ ମୁଖକୁ ଖୁସି କରାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ଓ କ୍ଷମତା ଜ୍ଞାନବାନ୍ କଥାକୁ ଯେପରି ବୁଝେ ଓ ବ୍ୟାଖ୍ୟା କରେ ତାଙ୍କ ପରି ଆଉ କେହି କରି ପାରିବେ ନାହିଁ। ତା’ର ଜ୍ଞାନ ତାହାକୁ ଖୁସୀ କରାଏ ଏବଂ ଏହା ଦୁଃଖିତ ମୁଖକୁ ଖୁସୀ କରାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।