Ecclesiastes 8:10 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ ଦେଖିଲି ଦୁଷ୍ଟ ଲୋକମାନଙ୍କୁ ଆଡ଼ମ୍ବରପୂର୍ଣ୍ଣ ଅନ୍ତିମ ସଂସ୍କାର ଦିଆଗଲା। ସମାନଙ୍କେୁ ପବିତ୍ର ସ୍ଥାନକୁ ନିଆଗଲା ଓ ସଂସ୍କାର କରାଗଲା। ଏବଂ ଯେଉଁମାନେ ଏହା କଲେ ସହର ରେ ପ୍ରଂଶସିତ ହାଇେଥିଲେ। ଏହା ମଧ୍ଯ ଅର୍ଥହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଦୁଷ୍ଟମାନେ କବରପ୍ରାପ୍ତ ହୋଇ ପରଲୋକରେ ଉପସ୍ଥିତ ହେଲେ; ପୁଣି, ଯଥାର୍ଥ କର୍ମକାରୀ-ମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଦେଖିଲି ଦୁଷ୍ଟ ଲୋକମାନଙ୍କୁ ଆଡ଼ମ୍ବରପୂର୍ଣ୍ଣ ଅନ୍ତିମ ସଂସ୍କାର ଦିଆଗଲା। ସେମାନଙ୍କୁ ପବିତ୍ର ସ୍ଥାନକୁ ନିଆଗଲା ଓ ସଂସ୍କାର କରାଗଲା। ଏବଂ ଯେଉଁମାନେ ଏହା କଲେ ସହରରେ ପ୍ରଂଶସିତ ହୋଇଥିଲେ। ଏହା ମଧ୍ୟ ଅର୍ଥହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।