Ecclesiastes 8:11 — Compare Translations

5 translations compared side by side

Odia - 1840
"ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସମାନଙ୍କେର ଦଣ୍ଡ ବିଳମ୍ବ ରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ନ୍ୟାୟ ପୁରସ୍କାର ଓ ଦଣ୍ଡ ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।