Ecclesiastes 8:12 — Compare Translations

5 translations compared side by side

Odia - 1840
"ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚଯ ସମାନଙ୍କେୁ ଜାଣେ ଯେଉଁମାନେ ପରମମେଶ୍ବରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତ ରେ ସମାନେେ ଉନ୍ନତି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚୟ ସେମାନଙ୍କୁ ଜାଣେ ଯେଉଁମାନେ ପରମେଶ୍ୱରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତରେ ସେମାନେ ଉନ୍ନତି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;