Ecclesiastes 8:13 — Compare Translations

5 translations compared side by side

Odia - 1840
"ମାତ୍ର ଦୁଷ୍ଟର ମଙ୍ଗଳ ହବେ ନାହିଁ। କିଅବା ସେ ଆପଣା ଛାଯା ସ୍ବରୂପ ପରମାଯୁ ବୃଦ୍ଧି କରିପାରିବ ନାହିଁ। କାରଣ ସେ ପରମେଶ୍ବରଙ୍କୁ ଭୀତ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ଵରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ଵରଙ୍କ ଛାମୁରେ ଭୀତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ। କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରି ପାରିବ ନାହିଁ। କାରଣ ସେ ପରମେଶ୍ୱରଙ୍କୁ ଭୀତ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।