Ecclesiastes 8:14 — Compare Translations
5 translations compared side by side
Odia - 1840
"ପୃଥିବୀ ରେ ଏହି ଗୋଟିଏ ଅସାରତା ସାଧିତ ହୁଏ। କବେେ କବେେ ଧାର୍ମିକମାନଙ୍କୁ ଏପରି ବ୍ଯବହାର କରାୟାଏ, ସତେ ଯେପରି ସମାନେେ ଦୁଷ୍ଟ ଭାବରେ କାର୍ୟ୍ଯ କରିଛନ୍ତି। ସମୟ ସମୟରେ ଦୁଷ୍ଟ ଲୋକମାନଙ୍କୁ ଏମିତି ବ୍ଯବହାର କରାୟାଏ, ସତେ ଯେପରି ସମାନେେ ନ୍ଯାଯୋଚିତ କାର୍ୟ୍ଯ କରିଛନ୍ତି। ତା'ପ ରେ ମୁଁ କହିଲି, ଏହା ଅସାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକ-ମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ। କେବେ କେବେ ଧାର୍ମିକମାନଙ୍କୁ ଏପରି ବ୍ୟବହାର କରାଯାଏ, ସତେ ଯେପରି ସେମାନେ ଦୁଷ୍ଟ ଭାବରେ କାର୍ଯ୍ୟ କରିଛନ୍ତି। ସମୟ ସମୟରେ ଦୁଷ୍ଟ ଲୋକମାନଙ୍କୁ ଏମିତି ବ୍ୟବହାର କରାଯାଏ, ସତେ ଯେପରି ସେମାନେ ନ୍ୟାୟଚିତ କାର୍ଯ୍ୟ କରିଛନ୍ତି। ତା’ପରେ ମୁଁ କହିଲି, ଏହା ଅସାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର।”