Ecclesiastes 8:16 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ଜ୍ଞାନର ତତ୍ତ୍ବ ଜାଣିବାକୁ ଓ ପୃଥିବୀ ରେ ଘଟୁଥିବା କାର୍ୟ୍ଯ ଦେଖିବାକୁ ମନୋୟୋଗ କଲି। ଏଇ ଦିନ ରେ ମୁଁ ନ ଶାଇେ ଦିନରାତି କାମ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ମୁଁ ଜ୍ଞାନର ତତ୍ତ୍ଵ ଜାଣିବାକୁ ଓ ପୃଥିବୀରେ କୃତକାର୍ଯ୍ୟ ଦେଖିବାକୁ ମନୋଯୋଗ କଲି; (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ନ ଦେଖେ,ଏପରି ଲୋକ ମଧ୍ୟ ଅଛି);
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କ’ଣ ସବୁ କରୁଛନ୍ତି ଆମେ ବୁଝିପାରିବା ନାହିଁ ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ଘଟୁଥିବା କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି। ଏଇ ଦିନରେ ମୁଁ ନ ଶୋଇ ଦିନରାତି କାମ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);