Ecclesiastes 8:2 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ବରଙ୍କଠା ରେ ତାହା କରିବାକୁ ପ୍ରତିଜ୍ଞା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ୱରଙ୍କଠାରେ ତାହା କରିବାକୁ ପ୍ରତିଜ୍ଞା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।