Ecclesiastes 8:3 — Compare Translations
5 translations compared side by side
Odia - 1840
"ଭୟ କର ନାହିଁ, ତାଙ୍କର ଉପସ୍ଥିତି ରେ ବାହାରି ୟାଅ, ବିଳମ୍ବ କର ନାହିଁ ଯେତବେେଳେ ବାଣିଜ୍ଯ ମନ୍ଦ ଅଟେ। ମନରେଖ ରାଜା ଯାହା ଚାହିଁବେ ତାଙ୍କ ଇଚ୍ଛା ରେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଭୟ କର ନାହିଁ, ତାଙ୍କର ଉପସ୍ଥିତିରେ ବାହାରି ଯାଅ, ବିଳମ୍ବ କର ନାହିଁ ଯେତେବେଳେ ବାଣିଜ୍ୟ ମନ୍ଦ ଅଟେ। ମନେରଖ ରାଜା ଯାହା ଗ୍ଭହିଁବେ ତାଙ୍କ ଇଚ୍ଛାରେ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।