Ecclesiastes 8:4 — Compare Translations

5 translations compared side by side

Odia - 1840
"ରାଜାଙ୍କର ଆଦେଶ ଦବୋ ପାଇଁ କ୍ଷମତା ଅଛି। କ'ଣ କରିବାକୁ ହବେ, ତାଙ୍କୁ କହେି କହିପାରିବେ ନାହିଁ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ରାଜବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ଆଦେଶ ଦେବା ପାଇଁ କ୍ଷମତା ଅଛି। କ’ଣ କରିବାକୁ ହେବ, ତାଙ୍କୁ କେହି କହିପାରିବେ ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହି ପାରେ?