Ecclesiastes 8:6 — Compare Translations
5 translations compared side by side
Odia - 1840
"ସମସ୍ତ ବିଷଯ ରେ ଉପୟୁକ୍ତ ସମୟ ଏବଂ ଠିକ୍ ରାସ୍ତା ଅଛି। କିନ୍ତୁ ଲୋକମାନେ ପ୍ରାଯ ଅନକେ କଷ୍ଟ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛିନ୍ତ ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ବିଷୟରେ ଉପଯୁକ୍ତ ସମୟ ଏବଂ ଠିକ୍ ରାସ୍ତା ଅଛି। କିନ୍ତୁ ଲୋକମାନେ ପ୍ରାୟ ଅନେକ କଷ୍ଟ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;