Ecclesiastes 8:9 — Compare Translations
5 translations compared side by side
Odia - 1840
"ମୁଁ ଏହିସବୁ ଦେଖିଛି ଯାହା ସୂର୍ୟ୍ଯ ତଳେ କରାୟାଏ, ଏବଂ ମୁଁ ଏ ବିଷଯ ରେ ଗଭୀର ଭାବରେ ଚିନ୍ତା କରିଛି। କବେେ କବେେ ଏକ ମନୁଷ୍ଯର ଅନ୍ୟ ଉପ ରେ ତାହାର କ୍ଷତି କରିବା ନିମନ୍ତେ କ୍ଷମତା ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହିସବୁ ଦେଖିଛି ଯାହା ସୂର୍ଯ୍ୟ ତଳେ କରାଯାଏ, ଏବଂ ମୁଁ ଏ ବିଷୟରେ ଗଭୀର ଭାବରେ ଚିନ୍ତା କରିଛି। କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର କ୍ଷତି କରିବା ନିମନ୍ତେ କ୍ଷମତା ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।