Ecclesiastes 9:1 — Compare Translations
5 translations compared side by side
Odia - 1840
"ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ଵରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁ କ’ଣ ନ୍ୟାୟ? ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହାତରେ। କେହି ଜାଣେ ନାହିଁ, ତାକୁ ପ୍ରେମ କରାଯିବ କି ଘୃଣା କରାଯିବ। ଏସବୁ ଭବିଷ୍ୟତ ଉପରେ ନିର୍ଭର କରେ। “ଏପରିକି ସେମାନଙ୍କର ପ୍ରେମ ଓ ଘୃଣା ପରମେଶ୍ୱରଙ୍କ ହାତରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।