Ecclesiastes 9:10 — Compare Translations

5 translations compared side by side

Odia - 1840
"ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।