Ecclesiastes 9:12 — Compare Translations

5 translations compared side by side

Odia - 1840
"କାରଣ ମନୁଷ୍ଯ ତା'ର କ'ଣ ହବୋକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ଯଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସହେିପରି ଲୋକମାନେ ଦବୈଦୁର୍ବିପାକର ଶିକାର ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟ ମଧ୍ୟ ଆପଣା ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାʼନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମନୁଷ୍ୟ ତା’ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।