Ecclesiastes 9:13 — Compare Translations

5 translations compared side by side

Odia - 1840
"ମୁଁ ମଧ୍ଯ ସୂର୍ୟ୍ଯ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମାେ ଦୃଷ୍ଟି ରେ ମହତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା; ଯଥା-
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀର କ୍ଷମତା ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମୋ’ ଦୃଷ୍ଟିରେ ମହତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋ’ ଦୃଷ୍ଟିରେ ମହତ୍‍ ବୋଧ ହେଲା;