Ecclesiastes 9:14 — Compare Translations

5 translations compared side by side

Odia - 1840
"ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧ ରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧ ରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜ ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତହିଁ ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।
Odia IRV 2017 (ଓଡିଆ ବାଇବେଲ)
ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।