Ecclesiastes 9:15 — Compare Translations

5 translations compared side by side

Odia - 1840
"ଏପରି ସମୟରେ ତହିଁ ମଧିଅରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦଖାଗେଲା। ପୁଣି ସେ ଆପଣା ଜ୍ଞାନ ଦ୍ବାରା ନଗର ରକ୍ଷା କଲା। ତଥାପି ସହେି ଦରିଦ୍ର ଲୋକଙ୍କୁ କହେି ସ୍ମରଣ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ଵାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା। ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା। ତଥାପି ସେହି ଦରିଦ୍ର ଲୋକଙ୍କୁ କେହି ସ୍ମରଣ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।