Ecclesiastes 9:17 — Compare Translations

5 translations compared side by side

Odia - 1840
"ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ଯ ଅଧିକ ଶୁଣାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ନିରୋଳାରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।