Ecclesiastes 9:18 — Compare Translations

5 translations compared side by side

Odia - 1840
"ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନେକ ମଙ୍ଗଳ ନାଶ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।
Odia IRV 2017 (ଓଡିଆ ବାଇବେଲ)
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।”