Ecclesiastes 9:2 — Compare Translations
5 translations compared side by side
Odia - 1840
"ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅ େଶୗଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରେତ୍ୟକକଙ୍କ ପାଇଁ ସବୁକିଛି ସମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟଇ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟନା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅଶୌଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରତ୍ୟେକଙ୍କ ପାଇଁ ସବୁକିଛି ସମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।
Odia IRV 2017 (ଓଡିଆ ବାଇବେଲ)
ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।