Ecclesiastes 9:3 — Compare Translations
5 translations compared side by side
Odia - 1840
"ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟନା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବାଯାଏ ସେମାନଙ୍କ ହୃଦୟରେ ଉନ୍ମତ୍ତତା ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାହାସବୁ ସୂର୍ଯ୍ୟ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସେହିପରି ଶେଷ ହୁଏ। ଏବଂ ଲୋକମାନେ ଯେତେବେଳେ ଜୀବିତ ଥା’ନ୍ତି, ସେମାନଙ୍କର ହୃଦୟ ଦୁଷ୍ଟତା ଓ ମୂର୍ଖାମୀରେ ପୁରିଥାଏ। ଏହା ପରେ ସେମାନେ ମୃତ ଲୋକମାନଙ୍କ ପାଖକୁ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।