Ecclesiastes 9:4 — Compare Translations
5 translations compared side by side
Odia - 1840
"କାରଣ ଯେଉଁ ଲୋକ ଜୀବିତ ଲୋକ ସମୂହ ମଧିଅରେ ମିଶ୍ରିତ ତାହାର ଭରସା ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେଉଁ ଲୋକ ଜୀବିତ ଲୋକ ସମୂହ ମଧ୍ୟରେ ମିଶ୍ରିତ ତାହାର ଭରସା ଥାଏ। ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକୁର ମଧ୍ୟ ଭଲ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।