Ecclesiastes 9:5 — Compare Translations

5 translations compared side by side

Odia - 1840
"ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି, ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ କିଅବା ସମାନେେ ଆଉ କୌଣସି ଫଳ ପାଆନ୍ତି ନାହିଁ। କାରଣ ସମାନଙ୍କେ ବିଷଯକ ସ୍ମରଣ ବିସ୍ମୃତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାʼନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି, ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ। କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।