Ecclesiastes 9:6 — Compare Translations

5 translations compared side by side

Odia - 1840
"ଯେପରି ସମାନଙ୍କେର ପ୍ ରମେ, ଠିକ୍ ସହେିପରି ସମାନଙ୍କେର ଘୃଣା ଓ ଇର୍ଷା ନଷ୍ଟ ହୁଏ। ଏବଂ ସୂର୍ୟ୍ଯ ତଳେ ଯାହା କିଛି କରାୟାଏ, ତହିଁରେ ଅନନ୍ତକାଳ ସମାନଙ୍କେର କୌଣସି ଅଂଶ ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନ; କାଳ ସେମାନଙ୍କର କୌଣସି ଅଂଶ ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ସେମାନଙ୍କର ପ୍ରେମ, ଠିକ୍ ସେହିପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ। ଏବଂ ସୂର୍ଯ୍ୟ ତଳେ ଯାହାକିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତ କାଳ ସେମାନଙ୍କର କୌଣସି ଅଂଶ ନ ଥାଏ।