Ecclesiastes 9:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କରନ୍ତ କାରଣ ପରମେଶ୍ଵର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପାର ଜୀବନକୁ ଉପଭୋଗ କର ତୁମ୍ଭେ ଆପଣା ମାର୍ଗରେ ଯାଅ। ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।