Ephesians 1:10 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି କାଳର ପୂର୍ଣ୍ଣତା ସମ୍ଵନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ଵର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ପରିକଳ୍ପନା ଅନୁଯାୟୀ ସ୍ୱର୍ଗ ଓ ପୃଥିବୀର ସମସ୍ତ ସୃଷ୍ଟ ବିଷୟ ଏକ ହେବ ଓ ଖ୍ରୀଷ୍ଟଙ୍କ ସେ ସବୁର ମସ୍ତକ ସ୍ୱରୂପ ରହିବେ। ଏହି ପରିକଳ୍ପନା ଈଶ୍ୱର ଉପଯୁକ୍ତ ସମୟରେ ସମ୍ପୂର୍ଣ୍ଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಚನಾಕ್ನಿ ಅನಿ ಸರ್‍ಗಾತ್ ಅನಿ ಜಗಾತ್ಲೆ ಸಗ್ಳೆ ಎಕಾಕ್ಡೆ ಗೊಳಾ ಕರುನ್ ಕ್ರಿಸ್ತಾಚ್ಯಾ ಅದಿಕಾರಾಚ್ಯಾ ಖಾಯ್ಲ್ ಕರುಚೆ ಮನ್ತಲೊ ತೆಜೊ ಉದ್ದೆಶ್ ಹೊತ್ತೊ, ಹಿ ಯವ್ಜನ್ ದೆವ್ ಸಮಾ ಯೆಳ್ ಯೆಲ್ಲ್ಯಾ ತನ್ನಾ ಫುರಾ ಕರ್ತಾ.