Ephesians 1:11 — Compare Translations
7 translations compared side by side
Odia - 1840
"ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ଵରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ଵର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୂର୍ବରୁ ନିରୂପିତ ହେଲୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ବିଷୟ ଈଶ୍ୱରଙ୍କ ପରିକଳ୍ପନା ଓ ନିଷ୍ପତ୍ତି ଅନୁଯାୟୀ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧନ ଲାଗି, ଖ୍ରୀଷ୍ଟଙ୍କ ଦ୍ୱାରା ତାଙ୍କର ନିଜ ଲୋକ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ದೆವಾಚ್ಯಾ ಯವ್ಜನಿ ಅನಿ ನಿರ್ದಾರಾ ಪರ್ಕಾರ್ ಹೊಲೆ, ದೆವಾನ್ ಅಮ್ಕಾ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾ ವೈನಾ ಅಪ್ನಾಚಿ ಸ್ವತಾಚಿ ಲೊಕಾ ಕರುನ್ ಎಚುನ್ ಘೆಟ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯೊ ತೆಜೊ ಸ್ವತಾಚೊ ಉದ್ದೆಶ್ ಹೊವ್ನ್ ಹೊತ್ತೊ, ಹೆ ಸಗ್ಳೆ ಆರಂಬಾಕ್ ನಿರ್ದಾರ್ ಕರಲ್ಲ್ಯಾಚ್ಯಾ ಪರ್ಕಾರ್ ಹೊಲೆ.