Ephesians 1:12 — Compare Translations

7 translations compared side by side

Odia - 1840
"ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ବରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ପ୍ରଶଂସାର କାରଣ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସ, ଯେଉଁମାନେ ସର୍ବପ୍ରଥମେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଥିଲୁ, ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರಾತಾನಾ ಕ್ರಿಸ್ತಾತ್ ಸಗ್ಳ್ಯಾಚ್ಯಾನ್ಕಿ ಅದ್ದಿ ಬರೊಸೊ ಥವ್ನ್ ಹೊತ್ತೆ ಅಮಿ ದೆವಾಚ್ಯಾ ಮಹಿಮೆಚೆ ಸ್ತುತಿ ಕರುಕ್ ಪಾಜೆ!.