Ephesians 1:14 — Compare Translations

7 translations compared side by side

Odia - 1840
"ପରମେଶ୍ବର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦବୋ ନିମନ୍ତେ ପ୍ରତିଶୃତି ଦଇେଛନ୍ତି, ତାହା ଯେ ଆମ୍ଭମାନେେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ର ଆତ୍ମା ହେଉଛନ୍ତି ପରମେଶ୍ବରଙ୍କ ନିର୍ଭରୟୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ବରଙ୍କର ଲୋକ ଅଟନ୍ତି, ସମାନଙ୍କେ ନିମନ୍ତେ ଏହା ପୂର୍ଣ୍ଣ ସ୍ବାଧୀନତା ଆଣିଦବେ। ଏହାର ଉଦ୍ଦେଶ୍ଯ ପରମେଶ୍ବରଙ୍କ ମହିମାର ପ୍ରଶଂସା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ଵର ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନା ସ୍ଵରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କ ଲୋକମାନଙ୍କୁ ଯେଉଁସବୁ ବିଷୟ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି, ସେ ସବୁ ଯେ ଆମେ ପାଇବା, ପବିତ୍ର ଆତ୍ମା ତାହାର ଜାମିନଦାର ସ୍ୱରୂପ। ଈଶ୍ୱର ତାଙ୍କ ଲୋକମାନଙ୍କୁ ସ୍ୱାଧୀନତାର ପରିପୂର୍ଣ୍ଣତା ପ୍ରଦାନ କରିବେ, ଏହି ନିଶ୍ଚିତ ବୋଧ ପାଇ, ଆସ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮೊ ದೆವಾನ್ ಅಪ್ನಾಚ್ಯಾ ಲೊಕಾಕ್ನಿ ಗೊಸ್ಟ್ ದಿಲ್ಲೆ ಸಗ್ಳೆ ಅಮ್ಕಾ ಗಾವ್ತಾ ಮನ್ತಲ್ಯಾಕ್ ಖಾತ್ರಿ ಹೊವ್ನ್ ಹಾಯ್, ಅನಿ ಹಿ ಖಾತ್ರಿ ಅಮ್ಕಾ ದೆವ್ ಅಪ್ನಾಚೆ - ಅಪ್ನಾಚೆ ಮನುನ್ ಹೊತ್ತ್ಯಾಕ್ನಿ ಪುರಾ ರಿತಿನ್ ಸ್ವತಂತ್ರ್ ದಿತಾ ಮನುನ್ ದಾಕ್ವುನ್ ದಿತಾ ತೆಚ್ಯಾ ಮಹಿಮೆಚಿ ಸ್ತುತಿ ಹೊಂವ್ದಿ!