Ephesians 1:15 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ ଯେତବେେଳେ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭମାନଙ୍କ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ନିରନ୍ତର ଧନ୍ଯବାଦ ଅର୍ପଣ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ଵାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିବା ସମୟଠାରୁ ତୁମ୍ଭମାନଙ୍କ ପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଆସୁଛି।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ପ୍ରାର୍ଥନା ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರಾನಾ ಸಾಟ್ನಿ ಧನಿಯಾ ಜೆಜು ವರ್ತಿ ತುಮಿ ಥವಲ್ಲ್ಯಾ ವಿಶ್ವಾಸಾಚ್ಯಾ ಅನಿ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ಥವಲ್ಲ್ಯಾ ಪ್ರೆಮಾಚ್ಯಾ ವಿಶಯಾತ್ ಮಿಯಾ ಆಯ್ಕ್ಲೊ,