Ephesians 1:18 — Compare Translations

7 translations compared side by side

Odia - 1840
"ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ତାହାଙ୍କ ଆହ୍ଵାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା’ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತೆಜೊ ಉಜ್ವೊಡ್ ತುಮಿ ಬಗಿ ಸಾರ್ಕೆ ತುಮ್ಚಿ ಮನಾ ಉಗ್ಡುಂದಿತ್, ಅಸೆ ತೆನಿ ಕಸ್ಲ್ಯಾ ಬರೊಸ್ಯಾಸಾಟ್ನಿ ತುಮ್ಕಾ ಬಲ್ವುಲ್ಯಾನಾಯ್ ಮನುನ್ ತುಮ್ಕಾ ಕಳುಂದಿತ್, ತೊ ಅಪ್ನಾಚ್ಯಾ ಭಕ್ತಾಕ್ನಿ ದಿತಲಿ ಗೊಸ್ಟಿಯಾ ಅನಿ ಆಶಿರ್ವಾದಾ ಕವ್ಡಿ ಮೊಟಿ.